ଅଳକାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ
ଓଡିଶା କୋପରେଟିଭି ସୋସାଇଟି(ଅଳକା)ରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି l ଅଳକାର ସଭାପତି ଶ୍ରୀ ବିଶ୍ୱଜିତ୍ ରାଉତ ପତକା ଉତ୍ତୋଳନ କରି ଉପସ୍ଥିତ ଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଉଦ୍ବୋଧନ ପ୍ରଦାନ କରିବା ସହିତ ଶେଷରେ ମିଷ୍ଟାନ୍ନ ବଣ୍ଟନ କରିଥିଲେ।
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )
