May 15, 2025
Home » ଉପଖଣ୍ଡ ସାମ୍ବାଦିକ ସଙ୍ଘ ଓ ସମାଜ ପାଠକ ବିଚାର ମଞ୍ଚ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଉପଖଣ୍ଡ ସାମ୍ବାଦିକ ସଙ୍ଘ ଓ ସମାଜ ପାଠକ ବିଚାର ମଞ୍ଚ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

0
WhatsApp Image 2024-08-15 at 1.03.05 PM

କାମାକ୍ଷାନଗର ଉପଖଣ୍ଡ ସାମ୍ବାଦିକ ସଙ୍ଘ ଓ ସମାଜ ପାଠକ ବିଚାର ମଞ୍ଚ ପକ୍ଷରୁ ସାଧାରଣତନ୍ତ୍ର ଦିବସ ସଙ୍ଘ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପଖଣ୍ଡ ସାମ୍ବାଦିକ ସଙ୍ଘର ସଭାପତି ଶୁଭମୟ ନନ୍ଦ ଏବଂ ସମାଜ ପାଠକ ବିଚାର ମଞ୍ଚର ସଭାପତି ଜ୍ଞାନ ରଞ୍ଜନ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରି ଉଦବୋଧନ ଦେଇଥିଲେ l

ଏଥିରେ ସଂଘର ସାଧାରଣ ସମ୍ପାଦକ ପ୍ରକାଶ କୁମାର ପାତ୍ର, ସୌମ୍ୟରଞ୍ଜନ ନାୟକ, ପ୍ରହଲ୍ଲାଦ ମୁଦୁଲି, ପଦ୍ମନାଭ ଦାସ, ସୁମନ୍ତ ଜେନା ପର୍ଶୁରାମ ପାତ୍ର, ଦିଲ୍ଲୀପ କୁମାର ନାୟକ, ଦୈତାରୀ ବେହେରା, ସୁମିତ୍ରା ମିଶ୍ର,ଲଷ୍ମୀଧର ନାୟକ, ନିହାର ରଞ୍ଜନ ରାଉତ, ଦୟାନିଧି ସାହୁ, ଅନିଲ କୁମାର ନାୟକ, ଚିତ୍ତ ରଞ୍ଜନ ଦିୱେଦି,ତରଣୀ ସେନ ବାରିକ, କୃଷ୍ଣ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ

 

କାମାକ୍ଷାନଗର ଇପିଏ ରୁ ରାଜ କିଶୋର ରାଉତ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed