ଓଡ଼ିଶା ମୋ ପରିବାର ପାଇଁ ଅନେକ ଜୀବନ ବଞ୍ଚିଯାଉଛି

0 6

ବରଗଡ : ଗାନ୍ଧୀ ଜୟନ୍ତୀ ଅବସରରେ ଓଡିଶା ମୋ ପରିବାର ଆନୁକୂଲ୍ୟରେ ବିଜୁ ଯୁବ ଛାତ୍ର ଜନତା ଦଳ ବରଗଡ(ୱାର୍ଡ଼ -୧୪) ଦ୍ଵାରା ଆୟୋଜିତ ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ତଥା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ଦେବେଶ ଆଚାର୍ଯ୍ୟ ଯୋଗଦେଇ ଉଦଘାଟନ କରିଥିଲେ ଏବଂ ସମ୍ମାନୀତ ଅତିଥି ଭାବେ ଓଡ଼ିଶା ମୋ ପରିବାର ଜିଲ୍ଲା ସଂଯୋଜକ ଶ୍ରୀ ଗୌରହରି ମିଶ୍ର ଓ ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଶ୍ରୀ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ଯୋଗଦେଇ ରକ୍ତଦାତା ମାନଂକୁ ଉତ୍ସାହିତ କରିଥିଲେ। ଏହି ଶିବିରରେ ସର୍ବମୋଟ ୩୪ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା।

ବରଗଡ ଇପିଏ ରୁ ନିରଞ୍ଜନ ତ୍ରିପାଠୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.