July 7, 2025
Home » ନୂତନ ରାସନ କାର୍ଡ଼ ପ୍ରସ୍ତୁତି ନିମନ୍ତେ ଈ-କେ.ୱାଈ.ସି ଯାଞ୍ଚ ନିହାତି ଜରୁରୀ

ନୂତନ ରାସନ କାର୍ଡ଼ ପ୍ରସ୍ତୁତି ନିମନ୍ତେ ଈ-କେ.ୱାଈ.ସି ଯାଞ୍ଚ ନିହାତି ଜରୁରୀ

0
aadhaar-2

ନବରଙ୍ଗପୁର: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନୂତନ ରାସନ କାର୍ଡ଼ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବର୍ତ୍ତମାନ ନୂତନ ରାସନ କାର୍ଡ଼ ପ୍ରସ୍ତୁତ କରାଯାଉଛି ।
ଏହି ପରିପ୍ରେକ୍ଷୀରେ ନୂତନ ରାସନ କାର୍ଡ଼ ପ୍ରସ୍ତୁତ ନିମନ୍ତେ ପରିବାରର ସମସ୍ତ ସଦସ୍ୟଙ୍କ ଈ-କେ.ୱାଈ.ସି ଯାଞ୍ଚ ନିହାତି ଜରୁରୀ ଅଟେ । ଏଣୁ ଜିଲ୍ଲାର ସମସ୍ତ ଆବେଦନକାରୀ ନିଜ ବ୍ଲକ କିମ୍ବା ପୌରାଞ୍ଚଳରେ ଥିବା ଯୋଗାଣ ନିରୀକ୍ଷକଙ୍କ ସହ ଯୋଗାଯୋଗ କରି ଯଥାଶୀଘ୍ର ଈ-କେ.ୱାଈ.ସି ଯାଞ୍ଚ କରାଇନିଅନ୍ତୁ ।

ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *