ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି

0 20

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି;ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ
ଲଘୁଚାପ ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି,ଏହା ପ୍ରଭାବରେ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି,

ଇପିଏ ରୁ ବିରଞ୍ଚି ନାରାୟଣ ପତ୍ରୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.