September 2, 2026
Home » ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

0
WhatsApp Image 2026-09-01 at 11.07.31 AM

ସୁବର୍ଣ୍ଣପୁର — ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ତମ୍ବାସିନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ସୋମବାର ଦିନ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପବିତ୍ର ମୋହନ ଦୀପ ଙ୍କୁ ଏହି ଅବସରରେ ବିଦ୍ୟାଳୟ ତରଫରୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି l ଏହି ବିଦାୟ କାଳୀନ ସମ୍ବର୍ଦ୍ଧନା ସମାରୋହ ରେ କଣ୍ଟାମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋଭ ରଞ୍ଜନ ମାଳି, କ୍ଲଷ୍ଟର ସଂଯୋଜକ ( ସି ଆର ସି ସି ) ରୁପାସିଂ ଖେତୀ, ବିଦ୍ୟାଳୟ ର ପୂର୍ବତନ ଶିକ୍ଷକ ଶିବନାଥ ପଣ୍ଡା, ଅରବିନ୍ଦ ବାଘ, ଏସ ଏମ ସି ର ସଦସ୍ୟ / ସଦସ୍ୟା ଓ ବର୍ତ୍ତମାନ କାର୍ଯ୍ୟ ରତ ଶିକ୍ଷକ ପଞ୍ଚାନନ ପଲିଆ, ନିରଞ୍ଜନ ସାହୁ ଓ ସ୍ମିତାରାଣୀ ପଧାନ ଉପସ୍ଥିତ ଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *