ବିଜୁ ଜନତା ଦଳ ପକ୍ଷରୁ ରକ୍ତ ଦାନ ଶିବିର

0 2

ବଲାଙ୍ଗିର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଡଟିକା ଗ୍ରାମ ଠାରେ ବିଜୁ ଜନତା ଦଳର ସାମାଜିକ କାର୍ଯ୍ୟକ୍ରମ ସୁସ୍ଥ ଓଡିଶା ଗଠନ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଜନ୍ମ ଦିନ ଉପଲକ୍ଷେ ଓଡ଼ିଶାମାେ’ପରିବାର-ଜୀବନ ବିନ୍ଦୁ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।
ମୁଖ୍ଯ ଅତିଥି ଭାବେ ବିଜେଡ଼ିର ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।
ଏହି କାର୍ଯ୍ୟକ୍ରମ କୁ ବିଜୁ ଜନତା ଦଳ ଓ ବିଜୁ ଯୁବ ବାହିନୀର କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ ।

ବଲାଙ୍ଗୀର ଇପିଏ ରୁ ଅଂଜୁ ପୃଷ୍ଟିଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.