July 4, 2026
Home »   ଭାରତ ନିର୍ବାଚନ ଆୟୋଗ ଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ଯୋଗାଯୋଗ ସମ୍ପର୍କିତ ସମ୍ମିଳନୀ।

  ଭାରତ ନିର୍ବାଚନ ଆୟୋଗ ଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ଯୋଗାଯୋଗ ସମ୍ପର୍କିତ ସମ୍ମିଳନୀ।

0
WhatsApp Image 2026-07-03 at 7.04.44 PM

 

 

ଭୁବନେଶ୍ୱର:ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଭୋଟରଙ୍କ ନାମ ତାଲିକା ଉପଲବ୍ଧ ହେବ। କେବଳ  ଅନୁପସ୍ଥିତ, ସ୍ଥାନାନ୍ତରିତ, ମୃତ, ନକଲି ଏବଂ ବିଦେଶୀ ନଗରିକଙ୍କ ନାମ ଭୋଟର ତାଲିକାରୁ ବାଦ ଦିଆଯିବ। ଏ ଦିଗରେ ସମସ୍ତେ ଯତ୍ନବାନ ହେବା ଉଚିତ। ଲୋକଙ୍କୁ ଏ ନେଇ ସଚେତନ କରାଇବାରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।

ନୂଆଦିଲ୍ଲୀସ୍ଥିତ ‘ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରାସି ଆଣ୍ଡ ଇଲେକସନ ମ୍ୟାନେଜମେଣ୍ଟ’ (IIIDEM) ପରିସରରେ ଭାରତୀୟ ନିର୍ବାଚନ କମିଶନ (ECI) ଙ୍କ ଦ୍ୱାରା ଗଣମାଧ୍ୟମ ଏବଂ ଯୋଗାଯୋଗ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ମିଳନୀକୁ ସମ୍ବୋଧିତ କରି ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ଜ୍ଞାନେଶ କୁମାର ଏହା କହିଛନ୍ତି। ଆଗାମୀ ନିର୍ବାଚନ ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

Leave a Reply

Your email address will not be published. Required fields are marked *