ମନମୁଣ୍ଡା ଥାନାରେ ରକ୍ତଦାନ ଶିବିର

0 3

ସୁବର୍ଣ୍ଣପୁର :ବୋୖଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ପରିସରରେ ଏକ ରକ୍ତଦାନ ଶିବିର ଆୟୋଜନ କରା ଯାଇଥିଲା l ମନମୁଣ୍ଡା ଥାନା ଆଇ. ଆଇ. ସି. ଗୋପିନାଥ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ରକ୍ତ ଦାନ ଶିବିରରେ ଅତିଥି ଭାବରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରବିନ୍ଦ୍ର କୁମାର ରାଉତ, ଉପଖଣ୍ଡ ପୋଲିସ୍ ଅଧିକାରୀ ଆନନ୍ଦ ବର୍ଦ୍ଧନ ଗୁରୁ, ରିଜର୍ଭ ଇନ୍ସପେକ୍ଟର ମଧୁସୂଦନ ମହାପାତ୍ର ଯୋଗ ଦେଇଥିଲେ | ପୋଲିସ୍ କର୍ମଚାରୀ ଓ ସ୍ବେଚ୍ଛାସେବୀ ରକ୍ତଦାତା ମାନଂକ ଠାରୁ ୬୨ ୟୂନିଟ ରକ୍ତ ସଂଗ୍ରହ ହୋଇଥିବା ମନମୁଣ୍ଡା ଆଇ. ଆଇ. ସି. ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି |

ସୁବର୍ଣ୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.