October 28, 2026
Home » ଶିଶୁ ଶ୍ରମିକ ସଚେତନତା ଭ୍ରାମ୍ୟମାଣ ରଥର ଶୁଭାରମ୍ଭ 

ଶିଶୁ ଶ୍ରମିକ ସଚେତନତା ଭ୍ରାମ୍ୟମାଣ ରଥର ଶୁଭାରମ୍ଭ 

0
1001355303
ନୟାଗଡ଼  ( ଇପିଏ ) ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ଶିଶୁ ଶ୍ରମିକ ସଚେତନତା ଭ୍ରାମ୍ୟମାଣ ରଥର ଶୁଭାରମ୍ଭ କରାଯାଇଛି l ଏହି ଅବସରରେ ମାନନୀୟା ଜ଼ିଲ୍ଲାପାଳ ନୟାଗଡ ଶ୍ରୀମତୀ ମଧୁମିତା ରଥ, ଅତିରିକ୍ତ ଜ଼ିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଜ଼ିଲ୍ଲା ଶ୍ରମ ଅଧିକାରୀ ଶ୍ରୀମତୀ ରଶ୍ମିତା କୁମାରୀ ପାତ୍ର, ସହ ଶ୍ରମ ଅଧିକାରୀ ଲୋୟେଶା ସିଂ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଏବଂ ଶ୍ରମିକ ସଂଗଠନ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ l
ଏହି ରଥ ବ୍ଲକ, ଗ୍ରାମ ପଂଚାୟତ ଗୁଡିକରେ ଶିଶୁ ଶ୍ରମକ ବିରୋଧୀ ସଚେତନତା ସୃଷ୍ଟି କରିବା ସହ ଏକ ଶିଶୁ ଶ୍ରମିକ ମୁକ୍ତ ସମାଜ ଗଠନରେ ସହାୟକ ହେବ l
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *