September 26, 2026
Home » ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖଲିଆପାଲି ଠାରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖଲିଆପାଲି ଠାରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

0
WhatsApp Image 2026-09-25 at 3.03.18 PM (1)

 

ସୁବର୍ଣ୍ଣପୁର:  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖଲିଆପାଲି ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଲୋକନାଥ ଦାଶ ଙ୍କ ତତ୍ୱାବଧାନରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଲୋକନାଥ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱଚ୍ଛତା ହିଁ ସେବା ବିଷୟରେ ମାର୍ଗଦର୍ଶନ କରିଥିଲେ।

ତାପରେ ସମସ୍ତ ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ ମାନେ ବିଦ୍ୟାଳୟ ପରିସରକୁ ସଫା କରିଥିଲେ। ଆଗାମୀ ଦିନରେ ଏହି ସ୍ୱଚ୍ଛତା କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ପାଇଁ ପ୍ରଧାନ ଶିକ୍ଷକ ଶ୍ରୀ ଲୋକନାଥ ଦାଶ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *