ହାଇକୋର୍ଟର ବିଚାରପତି ଗ୍ରହଣ କଲେ

0 6

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଜଷ୍ଟିସ ଆଦିତ୍ୟ କୁମାରଙ୍କୁ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ଶପଥ ପାଠ କରାଇଛନ୍ତି।

ଇପିଏ ରୁ ବିରଂଚି ନାରାୟଣ ପତ୍ରୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.