୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0 20

ଖୋର୍ଦ୍ଧା ବାଲୁଗାଁରେ ବସ୍‌-ଟ୍ରକ ଧକ୍କାରେ ୩ ଜଣ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।
ମୃତକଙ୍କ ପରିବାରକୁ ସମବେଦନା ଓ ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ।
୧୧ ଆହତ ଛାତ୍ରଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇବାକୁ ଦେଲେ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକଙ୍କ ।

ଇପିଏ ରୁ ବିରଞ୍ଚି ନାରାୟଣ ପତ୍ରୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.