November 12, 2025
Home » ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ସମ୍ପର୍କରେ ପ୍ରେସ୍ ବିବୃତ୍ତି

ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ସମ୍ପର୍କରେ ପ୍ରେସ୍ ବିବୃତ୍ତି

0
WhatsApp Image 2025-08-01 at 9.52.04 PM

ଭୁବନେଶ୍ୱର:ଆଜି ରାଜ୍ୟ କ୍ୟାବିନେଟର ୨୩ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା `ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୪ ଟି ବିଭାଗର ୦୫ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl l ଜଳସମ୍ପଦ ବିଭାଗର ୧ ଟି, ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ( MSME) ବିଭାଗର ୧ ଟି, ଵିଧି ( ଆଇନ) ବିଭାଗର ୨ଟି ଏବଂ ଅର୍ଥ ବିଭାଗର ୧ ଟି ପ୍ରସ୍ତାଵ ଗୃହୀତ ହୋଇଥିଲା l

Leave a Reply

Your email address will not be published. Required fields are marked *