ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଏଵଂ ଅବୈଧ ଚାଲାଣ ବିରୋଧୀ ଅଭିଯାନ,୨୦୨୬ ସପ୍ତାହ ପାଳନ
ନୟାଗଡ 🙁 ଇପିଏ ) ନୟାଗଡ ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଅଭିଯାନ – ୨୦୨୬ ସପ୍ତାହ ପାଳନ ଅବସରରେ ଆଜି ଦିବା ୧୦ ଘଟିକା ସମୟରେ ନୟାଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଏକ ସଚେତନତା ରଥ ଜିଲ୍ଲପାଳ ମଧୁମିତା ରଥ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଉପଜିଲ୍ଲାପାଳ ଶ୍ରୀ କର୍ଣ୍ଣଦେବ ସମାଦ୍ଦାର , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଅବକାରୀ ଅଧିକ୍ଷକ, ବିଭିନ୍ନ ସ୍ଵେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା, କର୍ମଚାରୀ ମାନେ ଉପସ୍ଥିତ ଥିଲେ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।
