ଓଡ଼ିଆ ପକ୍ଷ ପାଳନ_ ୨୦୨୫ ରକ୍ତଦାନ ଅଭିଯାନର ଶୁଭାରମ୍ଭ _

ଫୁଲବାଣୀ ଇ ପି ଏ କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ରକ୍ତଭଣ୍ଡାର ଠାରେ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର ମାନ୍ୟବର ମନ୍ତ୍ରୀ . ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସାର୍ବଜାନୀନ ଉଦ୍ୟୋଗ ବିଭାଗ ଓଡ଼ିଶା ସରକାର ରକ୍ତଦାନ ଅଭିଯାନର ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ମାନ୍ୟବର ସାଂସଦ କନ୍ଧମାଳ ଶ୍ରୀ ସୁକାନ୍ତ କୁମାର ପାଣିଗ୍ରାହୀ ; ମାନ୍ୟବର ବିଧାୟକ ଫୁଲବାଣୀ ଶ୍ରୀ ଉମା ଚରଣ ମଲ୍ଲିକ; କନ୍ଧମାଳ ଜିଲ୍ଲାପାଳ ଶ୍ରୀ ଅତ୍ମିତ ଋତୁରାଜ୍ ; ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଶଳ ଚନ୍ଦ୍ର ନାୟକ ଏବଂ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ) କନ୍ଧମାଳ ଶ୍ରୀ ରମେଶ ଚନ୍ଦ୍ର ଜେନା ; ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ କନ୍ଧମାଳ ଶ୍ରୀ ଶମ୍ଭୁନାଥ ନନ୍ଦି ; ଉପଜିଲ୍ଲାପାଳ ଶ୍ରୀ ଭିକାରୀ ସାହୁ; ରକ୍ତ ସଂଗ୍ରହାଳୟ ଅଧିକାରୀ ଡାକ୍ତର ଜୟଦୀପ କୁମାର ଘୋଷ ଙ୍କ ସହିତ ଅନ୍ୟାନ୍ୟ ଚିକିତ୍ସା ଅଧିକାରୀ; ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ; ରେଡ୍ କ୍ରସ ସଦସ୍ୟ; ରକ୍ତଦାତା ଏବଂ ଅନ୍ୟାନ୍ୟ ବ୍ୟକ୍ତି ସମୁହ ଉପସ୍ଥିତ ରେ ଉଦଘାଟନ ହୋଇଯାଇଛି।
କନ୍ଧମାଳ ଜିଲ୍ଲା ଇ ପି ଏ ରୁ ପ୍ରମୋଦ କୁମାର ନାୟକ ଫୁଲବାଣୀ ଙ୍କ ରିପୋର୍ଟ