July 2, 2025
Home » କଲମପୁର ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନ ରେ ବିଜେପି ର ବାଜିମାତ୍ । ଜ୍ୟୋତି ନାଏକ ନିର୍ଦ୍ବନ୍ଦରେ ବ୍ଲକ ଅଧ୍ୟକ୍ଷା ନିର୍ବାଚିତ

କଲମପୁର ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନ ରେ ବିଜେପି ର ବାଜିମାତ୍ । ଜ୍ୟୋତି ନାଏକ ନିର୍ଦ୍ବନ୍ଦରେ ବ୍ଲକ ଅଧ୍ୟକ୍ଷା ନିର୍ବାଚିତ

0
WhatsApp Image 2025-06-18 at 2.32.36 PM

କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ରେ ଆଜି ଵ୍ଲକ ଅଧ୍ୟକ୍ଷ ନିର୍ବାଚନ ରେ ବିଜେପି ର ବାଜିମାତ୍ ହୋଇଛି ।ପୂର୍ବତନ ଅଧ୍ୟକ୍ଷ ଅନାସ୍ଥା ରେ ହାରିବା ପରେ ଆଜି ଅଧ୍ୟକ୍ଷ ପଦବୀ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହୋଇଥଲା ।

ବିଜେପି ସମର୍ଥନ ରେ ଏକମାତ୍ର ପ୍ରାର୍ଥୀ ଭାବରେ କଲମପୁର ଗ୍ରାମପଞ୍ଚାୟତ ର ସମିତି ସଭ୍ୟ ଜ୍ୟୋତି ନାଏକ ଅଧ୍ୟକ୍ଷ ପଦପାଇଁ ନାମାଙ୍କନ ଭରିଥିଲେ ।

ନିର୍ଦ୍ଧାରିତ ସମୟ ମଧ୍ୟରେ କେହି ନାମାଙ୍କନ ନ ଭରିବାରୁ ଜ୍ୟୋତି ନାଏକ ନିର୍ଦ୍ବନ୍ଦ ରେ ନିର୍ବାଚିତ ହୋଇଥିଲେ। ସୂଚନା ଯୋଗ୍ୟ ଯେ ଗତ ଏପ୍ରିଲ ମାସରେ ଏହି ବ୍ଲକର ପୂର୍ବତନ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ଅନାସ୍ଥା ଆଗତ କରିଥିଲେ । ପରେ ସେ ଅନାସ୍ଥା ଭୋଟରେ ପଦ ହରାଇଥିଲେ।

କଳାହାଣ୍ଡି ଜିଲ୍ଲା ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ

Leave a Reply

Your email address will not be published. Required fields are marked *