November 21, 2025
Home »  କ୍ୟାବିନେଟ୍ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତି

 କ୍ୟାବିନେଟ୍ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତି

0
WhatsApp Image 2025-11-21 at 4.11.42 PM
ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା  l     ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା  ଦେଇଥିଲେ  । କ୍ୟାବିନେଟ ବୈଠକରେ ମୋଟ ୯ ଟି ବିଭାଗର ୧୨ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl  l   ତନ୍ମଧ୍ୟରେ ଗୋଟିଏ ପ୍ରସ୍ତାବ ସପ୍ତଦଶ ବିଧାନ ସଭାର ଆଗାମୀ ୫ମ ଅଧିବେଶନ   ଅନୁଷ୍ଠିତ ହେବା ସମ୍ପର୍କିତ ଥିଲା l

Leave a Reply

Your email address will not be published. Required fields are marked *