March 12, 2025
Home » ଜିଲ୍ଲାପାଳଙ୍କ ଶକଟା ଗ୍ରାମ ପରିଦର୍ଶନ “ଗ୍ରାମବାସୀଙ୍କ ସହିତ ଆଲୋଚନା”

ଜିଲ୍ଲାପାଳଙ୍କ ଶକଟା ଗ୍ରାମ ପରିଦର୍ଶନ “ଗ୍ରାମବାସୀଙ୍କ ସହିତ ଆଲୋଚନା”

0

ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ମଙ୍ଗଳବାର ଦିନ ମୁନିଗୁଡା ବ୍ଲକ ଅନ୍ତର୍ଗତ ଆଦର୍ଶ ଗ୍ରାମ ଶକଟାକୁ ପରିଦର୍ଶନ କରିଥିଲେ । ଏହି ପରିଦର୍ଶନ ବେଳେ ଗ୍ରାମ ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର, ଛତୁଆ କେନ୍ଦ୍ର ଓ ପରିମଳ ବ୍ୟବସ୍ଥାକୁ ଅନୁଧ୍ୟାନ କରିବା ସହିତ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ ।

ଗ୍ରlମବାସୀଙ୍କ ବିଭିନ୍ନ ସମସ୍ୟା ବିଷୟରେ ପଚାରି ବୁଝିଥିଲେଏହି ଗ୍ରାମକୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଗତ ତା ୧୫/୧୨/୨୪ ରିଖରେ ଦିନ ଭଗବାନ ବିର୍ଷା ମୁଣ୍ଡl ଜୟନ୍ତୀ ଅବସରରେ ଘୋଷଣା କରିଥିଲେ । ଏହି ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ ଖେମୁଣ୍ଡୁ, ବିଡ଼ିଓ ମୁନୁଗୁଡା, ତହସିଲଦାର ମୁନିଗୁଡା, ସରପଞ୍ଚ ଓ ସମ୍ପାଦକ ଓ ଅବ୍ୟାନ୍ୟ ଅଧିକାରୀ ଉପସ୍ଥିତି ଥିଲେ ।

rayagada ru tirumala prasad pattanayak nka report
epa news

Leave a Reply

Your email address will not be published. Required fields are marked *