April 26, 2026
Home » ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର

ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର

0
WhatsApp Image 2026-04-22 at 5.27.55 PM (1)

 

ଭବାନୀପାଟଣା :କଳାହାଣ୍ଡି ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯାଇଥିବା ଜଣାପଡିଛି।
ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଫେରାର ଅଭିଯୁକୁ ସଦର ଥାନା ଠେମାରା ଗାଁର ଜଗନ୍ନାଥ
ଶବର। ଜଗନ୍ନାଥ ୩ଟି ଚୋରି ମାମଲାରେ ୨ ମାସ ତଳେ ସଦର ଥାନା ପୋଲିସ ତାଙ୍କୁ ଗିରଫ କରିଥିଲା। ପରେ ପୋଲିସ ତାଙ୍କୁ କୋର୍ଟଚାଲାଣ କରିଥିଲା। ଜାମିନ ନା ମଞ୍ଜୁର ହେବାରୁ ସେ ବିଚାରଧୀନ କଏଦୀ ଭାବେ ଜେଲରେ ଥିଲେ। ପୋଲିସ ଘଟଣାର ତଦନ୍ତ କରୁଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *