July 6, 2025
Home » “ଦାତବ୍ୟ ଚକ୍ଷୁ ଚିକିତ୍ସା ଶିବିର” ଉଦଘାଟନ

“ଦାତବ୍ୟ ଚକ୍ଷୁ ଚିକିତ୍ସା ଶିବିର” ଉଦଘାଟନ

0
WhatsApp Image 2024-11-03 at 6.00.00 PM (2)

ଲକ୍ଷ୍ମୀନାରାୟଣ ଚାରିଟେବୁଲ ଟ୍ରଷ୍ଟ ଏବଂ ରୋଟାରୀ ଚକ୍ଷୁ ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ ଆଜି ପାରାଦ୍ୱୀପ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିଆ ପଞ୍ଚାୟତର ଲକ୍ଷ୍ମୀ ନାରାୟଣ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ “ଦାତବ୍ୟ ଚକ୍ଷୁ ଚିକିତ୍ସା ଶିବିର”କୁ ମାନ୍ୟବର ଶିଳ୍ପମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ସ୍ଵାଇଁ ଉଦଘାଟନ କରିଥିଲେ l ଜନସାଧାରଣଙ୍କୁ ବିନା ମୂଲ୍ୟରେ ଉତ୍ତମ ମାନର ଚକ୍ଷୁ ଚିକିତ୍ସା ସେବା ଯୋଗାଇ ଦେବାର ମହତ୍ ଲକ୍ଷ୍ୟ ନେଇ ଏହାର ଆୟୋଜନ କରାଯାଇଛି l


ଏଭଳି ଜନହିତକର କାର୍ଯ୍ୟକ୍ରମ ପାଇଁ ଟ୍ରଷ୍ଟର ସମସ୍ତ କର୍ମକର୍ତ୍ତାଙ୍କୁ ସାଧୁବାଦ ଜଣାଇଥିଲେ l

ପାରାଦୀପ ଇପିଏ ରୁ ପ୍ରଶାନ୍ତ ଦାଶ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *