October 22, 2025
Home » ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଉଲ୍ଲାସ ପାଇଁ କ୍ଲଷ୍ଟର ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ

ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଉଲ୍ଲାସ ପାଇଁ କ୍ଲଷ୍ଟର ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ

0
WhatsApp Image 2025-10-22 at 12.44.28 PM

 

 

ସୁବର୍ଣ୍ଣପୁର: ବୁଧବାର ଦିନ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଉଲ୍ଲାସ ପାଇଁ କ୍ଳଷ୍ଟର ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ସୋନପୁର ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀ ଲକ୍ଷ୍ମଣ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଓ ବ୍ଲକ୍ ନୋଡାଲ ଅଧିକାରୀ ଶ୍ରୀ କୃଷ୍ଣଚନ୍ଦ୍ର ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ତାଲିମର ସାଧନ କର୍ମୀ ଭାବରେ ପ୍ରଧାନ ଶିକ୍ଷକ ଶ୍ରୀ ରମେଶ ମେହେର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ବୁଦ୍ଧଦେବ ସା ଓ ରଶ୍ମିତା ସାହୁ କାର୍ଯ୍ୟ ତୁଲାଇଥିଲେ। ବ୍ଲକ୍ ର ପ୍ରତ୍ୟେକ କ୍ଲଷ୍ଟର ର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ,ଜଣେ ଲେଖାଏଁ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ତାଲିମ ରେ ଯୋଗ ଦେଇଥିଲେ l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *