August 20, 2026
Home » ପ୍ରବଳ ରୌଦ୍ରତାପରୁ ସୁରକ୍ଷା ପାଇଁ ସଚେତନ କଲେ ନୟାଗଡ ଜିଲ୍ଲାପାଳ ମଧୁମିତା ରଥ

ପ୍ରବଳ ରୌଦ୍ରତାପରୁ ସୁରକ୍ଷା ପାଇଁ ସଚେତନ କଲେ ନୟାଗଡ ଜିଲ୍ଲାପାଳ ମଧୁମିତା ରଥ

0
1000936573

filter: 0; fileterIntensity: 0.0; filterMask: 0; module: photo; hw-remosaic: false; touch: (-1.0, -1.0); modeInfo: ; sceneMode: 8; cct_value: 4105; AI_Scene: (-1, -1); aec_lux: 241.66403; aec_lux_index: 0; hist255: 0.0; hist252~255: 0.0; hist0~15: 0.0; albedo: ; confidence: ; motionLevel: 0; weatherinfo: null; temperature: 41;

ନୟାଗଡ : ନୟାଗଡ ଉଷ୍ଣତା ତରଙ୍ଗ (Heat Wave) ପ୍ରବଳ ରୌଦ୍ରତାପରୁ (ଗ୍ରୀଷ୍ମ ତାପମାନକୁ) ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ସାବଧାନତା ଅବଲମ୍ବନ କରିବାକୁ ଅନୁରୋଧ କରିଛନ୍ତି ନୟାଗଡ ଜିଲ୍ଲାପାଳ ମଧୁମିତା ରଥ  ପର୍ଯ୍ୟାପ୍ତ ପରିମାଣରେ ପାଣି ପିଉନ୍ତୁ ଏବଂ ଶରୀରକୁ ଜଳଯୁକ୍ତ ରଖନ୍ତୁ । ଦିନର ଅଧିକ ଗରମ ସମୟରେ ବାହାରକୁ ଯିବାକୁ ଏଡ଼ାନ୍ତୁ । ହାଲୁକା ଓ ସୂତା ପୋଷାକ ପିନ୍ଧନ୍ତୁ । ବାହାରକୁ ଯିବାବେଳେ ଛତା, ଟୋପି, ଚପଲ କିମ୍ବା ସନ୍‌ଗ୍ଲାସ୍‌ ବ୍ୟବହାର କରନ୍ତୁ । ଖରାରେ ଅଧିକ ଶାରୀରିକ ପରିଶ୍ରମ କରିବାରୁ ବିରତ ରୁହନ୍ତୁ । ନିଜର ଯତ୍ନ ନେବାସହିତ ଶିଶୁ, ବୃଦ୍ଧ ଓ ପଶୁମାନଙ୍କର ବିଶେଷ ଯତ୍ନ ନିଅନ୍ତୁ । ମୁଣ୍ଡ ଘୁରିବା, ଦୁର୍ବଳ ଲାଗିବା କିମ୍ବା ଜଳଶୁଷ୍କତା ହେଲେ ତୁରନ୍ତ ଡାକ୍ତରଙ୍କ ସହ ସମ୍ପର୍କ କରନ୍ତୁ । ସୁରକ୍ଷିତ ରୁହନ୍ତୁ ଏବଂ ତୀବ୍ର ଗ୍ରୀଷ୍ମ ତାପରୁ ନିଜକୁ ସୁରକ୍ଷିତ ରଖନ୍ତୁ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed