July 5, 2025
Home » ବିଧାନସଭା ପରିସରରେ ଓଏଏସ ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବିଧାନସଭା ପରିସରରେ ଓଏଏସ ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

0
WhatsApp Image 2025-02-20 at 8.04.27 PM

ଓଡ଼ିଶା ପ୍ରଶାସନିକ ସେବାର ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବିଧାନସଭା ପରିସରରେ ଅନୁଷ୍ଠିତ ହୋଇଯାଇଅଛି।ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କ ପ୍ରତ୍ୟକ୍ଷତତ୍ତ୍ୱାବଧାନରେ ପ୍ରଶିକ୍ଷଣାର୍ଥୀମାନେ ବିଧାନସଭା ଗ୍ରନ୍ଥାଗାର ,ଗବେଷଣା ବିଭାଗ ବୁଲିଦେଖୁବା ସହ , ବିଧାନସଭା ର କାର୍ଯ୍ୟାବଳୀ ଓ କାର୍ଯ୍ୟଧାରା ସମ୍ପର୍କରେ ବିଶେଷ ଭାବେ ଅବଗତ ହୋଇଥିଲେ। ଏହି ଅବସରରେ ବିଧାନ ସଭାର ସଚିବ ଶ୍ରୀସତ୍ୟବ୍ରତ ରାଉତ ,ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ମୋନାଲିସା ଲେଙ୍କା,ବିଧାନସଭାର ଯୁଗ୍ମସଚିବ ଶ୍ରୀ ସତିଶ ମିଶ୍ର ପ୍ରମୁଖ ଉପସ୍ଥିତଥିଲେ।

Leave a Reply

Your email address will not be published. Required fields are marked *