ବୌଦ୍ଧ ରେ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମ ଅନୁଷ୍ଠିତ
ବୌଦ୍ଧ ଟାଉନ ହଲ ଠାରେ ଜିଲ୍ଲା ସ୍ତରୀୟ ପିଏମ କିଷାନ ସମ୍ମାନ ନୀଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ l ଜିଲ୍ଲାର 49 ହଜାର 557 ଜଣ ଚାଷୀ ଙ୍କ ଖାତାକୁ ଆଜି ଗଲା ପିଏମ କିଷାନ ସମ୍ମାନନୀଧି ଅର୍ଥ ରାଶି l ବୌଦ୍ଧ ବିଧାୟକ ତଥା ମୁଖ୍ୟସଚେତକ ସରୋଜ କୁମାର ପ୍ରଧାନ, ସାଂସଦ ପ୍ରତିନିଧି ଯୁଗଳ କିଶୋର ସାମଲ ଙ୍କ ସମେତ ଜିଲ୍ଲାର ଚାଷୀ ମାନେ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ
