July 4, 2025
Home » ରମାକାନ୍ତ ରଥଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

ରମାକାନ୍ତ ରଥଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

0
WhatsApp Image 2025-03-16 at 8.35.41 PM

ଭୁବନେଶ୍ୱର : ଓଡ଼ିଆ ସାହିତ୍ୟ ଜଗତର ଯୋଗଜନ୍ମା କବି ପଦ୍ମଭୂଷଣ ଶ୍ରୀ ରମାକାନ୍ତ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ।ସେ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି କି ରମାକାନ୍ତ ରଥଙ୍କ ବିୟୋଗରେ ମୁଁ ଗଭୀର ମର୍ମାହତ। ପ୍ରଶାସନିକ ଅଧିକାରୀ ଭାବରେ ତାଙ୍କ ଦୃଢ଼ ଓ ଦକ୍ଷ ନେତୃତ୍ବ ଏକାନ୍ତ ସ୍ମରଣୀୟ। ସ୍ବର୍ଗତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏ ଦାରୁଣ ଦୁଃଖ ସହ୍ୟ କରିବାକୁ ତାଙ୍କ ପରିବାର ଓ ଆତ୍ମୀୟ ସ୍ବଜନଙ୍କୁ ଈଶ୍ୱର ଶକ୍ତି ପ୍ରଦାନ କରନ୍ତୁ ବୋଲି ପିସିସି ସଭାପତି ଶ୍ରୀଯୁକ୍ତ ଦାସ ପ୍ରାର୍ଥନା କରିଛନ୍ତି।

Leave a Reply

Your email address will not be published. Required fields are marked *