August 20, 2026
Home » ରେଡିଏନ୍ସ୍ କଲେଜରେ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ଉତ୍ସବ : ରେଡିଏନ୍ସ୍ +୨ କଳା ଫଳାଫଳର ଅପୂର୍ବ ସଫଳତା

ରେଡିଏନ୍ସ୍ କଲେଜରେ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ଉତ୍ସବ : ରେଡିଏନ୍ସ୍ +୨ କଳା ଫଳାଫଳର ଅପୂର୍ବ ସଫଳତା

0
WhatsApp Image 2026-05-21 at 9.25.46 PM

ବରଗଡ/ବିଜେପୁର : ଚଳିତ ବର୍ଷ ସିଏଚଏସଇ ଦ୍ବାରା ପ୍ରକାଶିତ ଯୁକ୍ତ ଦୁଇ ପରୀକ୍ଷା ଫଳ ଘୋଷିତ ହୋଇଥିବା ବେଳେ ବରଗଡ ଜିଲ୍ଲା ବିଜେପୁର ରେଡିଏନ୍ସ ଇନଷ୍ଟିଚ୍ୟୁଟ୍ ଅଫ୍ ଏଡଭାନସ୍ ଷ୍ଟଡିଜ୍ ର ଛାତ୍ରଛାତ୍ରୀ ଏଥିରେ ଉତ୍ତମ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି ।

ଶିକ୍ଷାନୁଷ୍ଠାନର ଛାତ୍ରୀ ଗାୟତ୍ରୀ ପଟେଲ ଦଶମ ଶ୍ରେଣୀରେ ୪୦୮(୬୮%) ରଖିଥିବା ବେଳେ ଯୁକ୍ତ ଦୁଇରେ ସର୍ବାଧିକ ୫୩୫ ମାର୍କ ରଖି କଲେଜରେ ପ୍ରଥମ ସ୍ଥାନ ଓ ଛାତ୍ରୀ ନମିତା ନାୟକ ଦଶମ ଶ୍ରେଣୀରେ ୨୧୫ ମାର୍କ ରଖିଥିବା ବେଳେ ଯୁକ୍ତ ଦୁଇରେ ୪୩୮ ମାର୍କ ରଖି ୩୭.୧୭%(୨୨୩) ସର୍ବାଧିକ ମାର୍କ ଅକ୍ତିଆର କରି କଲେଜର ଗୌରବକୁ ଦ୍ବି-ଗୁଣିତ କରିଛନ୍ତି ।

ଏଠାରେ ୧୫୬ ଜଣ ଯୁକ୍ତ ଦୁଇ କଳା ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୦୭ ଜଣ ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀ, ୧୪୨ ଜଣ ଦଶମ ମାର୍କ ଠାରୁ ଯୁକ୍ତ ଦୁଇରେ ଅଧିକ ମାର୍କ ଅକ୍ତିଆର କରିଛନ୍ତି । ଏହି ଅବସରରେ ଅନୁଷ୍ଠାନର ଚେୟାରମେନ ଅଜିତ କୁମାର ମ…

ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed