February 12, 2026
Home » ଭଗ୍ନ ହେଲା ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ

ଭଗ୍ନ ହେଲା ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ

0
vlcsnap-2025-02-16-13h58m41s231

ଭଗ୍ନ ହେଲା ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ। ଶ୍ରୀମନ୍ଦିର ଚୂଡ଼ାରେ ଆଜି ଏହି ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ନୀଳଚକ୍ରରେ ମୁଖ୍ୟ ବାନା କୁ ଧରି ରଖୁଥିବା ବାଉଁଶରେ ପ୍ରସ୍ତୁତ ଅକ୍ଷୟ ଦଣ୍ଡ ଟି ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି।‌ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ପ୍ରତ୍ୟେକ ଦିନ ଅପରାହ୍ନରେ ବାନା ପରିବର୍ତ୍ତନ ହୁଏ। ତେବେ ଆଜି ଚୁନରା ସେବାୟତ ବାନା ପରିବର୍ତ୍ତନ କରିବାକୁ ଗଲାବେଳେ ହଠାତ୍ ଏହି ବାଉଁଶ ର ଅକ୍ଷୟ ଦଣ୍ଡ ଟି ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଥିଲା।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *