କ୍ୟାବିନେଟ୍ ବୈଠକ ସମ୍ପର୍କରେ ପ୍ରେସ୍ ବିବୃତ୍ତି
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଏକ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମ କୁ ସୂଚନା ଦେଇଥିଲେ । ମୋଟ 5 ଟି ବିଭାଗର 8 ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ କରାଯାଇଥିଲl l
