ସୁଭଦ୍ରା ଯୋଜନାର ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ ଏବଂ ସାମିଲ ହେବା ଏକ ନିରନ୍ତର ପ୍ରକ୍ରିୟା; ଆବେଦନ ସମୟ ସୀମାର କୌଣସି ଅବଧି ନାହିଁ : . ସୁବର୍ଣ୍ଣପୁର,ଜିଲ୍ଲାପାଳ l
ସୁବର୍ଣ୍ଣପୁର--- ମହିଳାଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ 'ସୁଭଦ୍ରା’ ଯୋଜନା ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ ହୋଇଛି। ଜିଲ୍ଲାରେ ଯୋଜନାର ଶାନ୍ତି ଶୃଙ୍ଖଳାର ସହ ସଫଳ...