ମାୟାବର୍ହା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ପାଇଲେ ଡକ୍ତରେଟ ଉପାଧି, ସ୍କୁଲ ପକ୍ଷରୁ ସମ୍ବର୍ଦ୍ଧନା
ସୁବର୍ଣ୍ଣପୁର -- ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ ଅବସ୍ଥାପିତ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଡକ୍ଟରେଟ ଲାଭ କରିଥିବାରୁ ଛାତ୍ରଛାତ୍ରୀ, ଶିକ୍ଷକ...