ବିଧାନସଭା ପରିସରରେ ଓଏଏସ ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଓଡ଼ିଶା ପ୍ରଶାସନିକ ସେବାର ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବିଧାନସଭା ପରିସରରେ ଅନୁଷ୍ଠିତ ହୋଇଯାଇଅଛି।ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କ ପ୍ରତ୍ୟକ୍ଷତତ୍ତ୍ୱାବଧାନରେ ପ୍ରଶିକ୍ଷଣାର୍ଥୀମାନେ ବିଧାନସଭା ଗ୍ରନ୍ଥାଗାର ,ଗବେଷଣା ବିଭାଗ ବୁଲିଦେଖୁବା...
