ଝୋଡ଼ିଆଙ୍କୁ ଆଦିବାସୀ ମାନ୍ୟତା ଓ ସୌରା ଭାଷାକୁ ସାମ୍ବିଧାନିକ ସ୍ବୀକୃତି ଦାବି ନେଇ ରାଷ୍ଟ୍ରପତିଙ୍କୁ ଭେଟିଲେ ସମ୍ପ୍ରଦାୟର ପ୍ରତିନିଧିଙ୍କ ସହ କୋରାପୁଟ ସାଂସଦ
ଝୋଡ଼ିଆଙ୍କୁ ଆଦିବାସୀ ମାନ୍ୟତା ଓ ସୌରା ଭାଷାକୁ ସାମ୍ବିଧାନିକ ସ୍ବୀକୃତି ଦାବି ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ଆଲୋଚନା କରିବା ସକାଶେ ସମ୍ପ୍ରଦାୟର ପ୍ରତିନିଧିଙ୍କ ସହ...