ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀମାନଙ୍କ ସହ ସିଧା ଆଲୋଚନା କଲେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା।
ଅନ୍ତର୍ଜାତୀୟ ମହିଳା ଦିବସ - ୨୦୨୫ ପାଳନ ଉପଲକ୍ଷେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ଏକ ଯୁବ ସମ୍ମିଳନୀ। ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ...