ନିର୍ବାଚନ ରେଜିଷ୍ଟ୍ରେସନ ଅଧିକାରୀ, ଜିଲ୍ଲା ନିର୍ବାଚନ ଅଧିକାରୀ, ମୁଖ୍ୟ ନିର୍ବାଚନ ଅଧିକାରୀ ସ୍ତରରେ ରାଜନୈତିକ ଦଳମାନଙ୍କ ସହିତ ତୃଣମୂଳ ସ୍ତରୀୟ ବୈଠକ ଜାରି
ବୈଠକରେ ରାଜନୈତିକ ଦଳଗୁଡ଼ିକର ସକ୍ରିୟ ଅଂଶଗ୍ରହଣ ଦେଶବ୍ୟାପୀ ୪,୧୨୩ ଜଣ ନିର୍ବାଚନ ରେଜିଷ୍ଟ୍ରେସନ ଅଧିକାରୀ ସେମାନଙ୍କ ନିଜ ନିଜ ବିଧାନସଭା ନିର୍ବାଚନମଣ୍ଡଳୀରେ ଯେକୌଣସି ବିଚାରାଧୀନ ପୋଲିଂ ବୁଥ୍...
