ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ ଗ୍ରାଣ୍ଡ ଫିନାଲେ-୨୦୨୫, ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ ପାତ୍ର
ଭୁବନେଶ୍ୱରସ୍ଥିତ ପଠାଣୀ ସାମନ୍ତ ପ୍ଲାନେଟାରିୟମ୍ରେ ୧୯ତମ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ (ୟାଟ୍ସ)ର ଗ୍ରାଣ୍ଡ ଫିନାଲେ-୨୦୨୫ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏଥିରେ ସାରା ରାଜ୍ୟର ୩୦ ଜଣ...
