ବହୁ ପ୍ରତିକ୍ଷିତ “ପରୀକ୍ଷା ପେ ଚର୍ଚ୍ଚା” କାର୍ଯ୍ୟକ୍ରମ ଆୟୋଜିତ
ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ବହୁ ପ୍ରତିକ୍ଷିତ “ପରୀକ୍ଷା ପେ ଚର୍ଚ୍ଚା” କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଯାଉଛି ।

ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଛାତ୍ରଛାତ୍ରୀମାନଙ୍କ ଗହଣରେ ଉପସ୍ଥିତ ରହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବେ ।

ତେଣୁ ଏହି ଅବସରରେ ଉପସ୍ଥିତ ରହି କାର୍ଯ୍ୟକ୍ରମର ବହୁଳ ପ୍ରସାରଣ କରିବାକୁ ଅନୁରୋଧ ।
