July 1, 2025
Home » ନେହେରୁ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ

ନେହେରୁ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ

0
Gt8dLzAXoAAp3vU

କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ରେ ଯୋଗ ଦେଇ ଯୋଗାଭ୍ୟାସ କରିଥିଲି। ଏଥିରେ ମୋ ସହ ସ୍କୁଲରୁ ବିଶ୍ୱବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ, ସାମାଜିକ ସଂଗଠନ, ସରକାରୀ ସଂସ୍ଥା ଏବଂ ଅନ୍ୟାନ୍ୟ ସଂଗଠନର ବନ୍ଧୁମାନଙ୍କ ସହ ଯୋଗ କରିବା ମୋ ପକ୍ଷେ ଏକ ଭିନ୍ନ ଅନୁଭୂତି ଥିଲା।

କ୍ରୀଡ଼ା, ବ୍ୟୟାମ, କୁସ୍ତି ତଥା ପ୍ରାତଃ ଭ୍ରମଣ ଓ ସଂଧ୍ୟା ଭ୍ରମଣ ଲୋକମାନଙ୍କ ଦୈନନ୍ଦିନ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ହୋଇଛି । ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ପାଇଁ ଯୋଗ ଏକ ସିଦ୍ଧ ଉପଚାର ଅଟେ । ବ୍ଲଡ ପ୍ରେସର, ମଧୁମେହ ଭଳି ରୋଗକୁ ପ୍ରତିହତ କରିବା ପାଇଁ ଆମକୁ ଏକ ସୁସ୍ଥ ଜୀବନଶୈଳୀକୁ ବିକଶିତ କରିବା ଆବଶ୍ୟକ।

Leave a Reply

Your email address will not be published. Required fields are marked *