June 24, 2026
Home » ପୁରୀରେ ହୋଟେଲ ମାଲିକଙ୍କୁ ହତ୍ୟା

ପୁରୀରେ ହୋଟେଲ ମାଲିକଙ୍କୁ ହତ୍ୟା

0
WhatsApp Image 2026-06-24 at 10.55.19 AM

ବଳିଆପଣ୍ଡା ଥାନା ଅଞ୍ଚଳରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ମୃତ ହୋଟେଲ ମାଲିକ ପବିତ୍ର ନାୟକ। ପବିତ୍ର ନାୟକଙ୍କ ବଳିଆପଣ୍ଡା ଅଞ୍ଚଳରେ ମନୋରମା ନାମକ ଏକ ହୋଟେଲ ରହିଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ହତ୍ୟାକାଣ୍ଡ।

ପୋଲିସ ମୃତଦେହକୁ ଜବତ୍ କରି ହସ୍ପିଟାଲରେ ଭର୍ତ୍ତି କରିଛି। ଘଟଣାକୁ ନେଇ ତଦନ୍ତ ଜାରି ରଖିଛି ପୋଲିସ୍। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।

 

soubhagya pattanayak nka report

Leave a Reply

Your email address will not be published. Required fields are marked *