ହର ଘର ତ୍ରିରଙ୍ଗା’ ଅବସରରେ ଜିଲ୍ଲାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ
filter: 0; fileterIntensity: 0.0; filterMask: 0; module: photo; hw-remosaic: false; touch: (-1.0, -1.0); modeInfo: ; sceneMode: 8; cct_value: 3038; AI_Scene: (-1, -1); aec_lux: 219.62984; aec_lux_index: 0; hist255: 0.0; hist252~255: 0.0; hist0~15: 0.0; albedo: ; confidence: ; motionLevel: 0; weatherinfo: null; temperature: 39;
ନୟାଗଡ଼ 🙁 ଇପିଏ ) ନୟାଗଡ଼ ପଠାଣି ସାମନ୍ତ ସଂସ୍କୃତି ଭବନ ଠାରେ କାର୍ଯ୍ୟସୂଚୀ ପ୍ରକାରେ ଏକ ଜିଲ୍ଲାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ ହୋଇଯାଇଛି ।


ଏହି କାର୍ଯ୍ୟକ୍ରମରେ ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀମତୀ ସୁଜାତା କୁମାର

