ସରଗରପାଲି ଠାରେ 20 ତମ ସାର୍ବଜନୀନ ଦୁର୍ଗା ପୂଜା ଉପଲକ୍ଷେ ରାବଣ ଦରବାର ଅନୁଷ୍ଠିତ l
ସୁବର୍ଣ୍ଣପୁର:ସୁବର୍ଣ୍ଣପୁର ଜ଼ିଲ୍ଲା ସୋନପୁର ବ୍ଲଜ ମଲିକମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ସାଗରପାଲି ଗ୍ରାମଠାରେ 20 ତମ ସାର୍ବଜନୀନ ଦୁର୍ଗା ପୂଜା ଉପଲକ୍ଷେ ରାବଣ ଦରବାର ଅନୁଷ୍ଠିତ ହୋଇଯାଇଛି l ଆଶ୍ୱିନ ମାସ ସପ୍ତମୀ ତିଥିରେ ଏହି ରାବଣ ଦରବାର ଉତଘାଟିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ସାଂସଦ ନୋମିନି ସାନନ୍ଦ ମେହେର ଯୋଗଦେଇ ଉତଘାଟନ କରିଥିଲେ l

ଏହି ରାବଣ ଦରବାର ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି .ଏହି କାର୍ଯ୍ୟକ୍ରମ ରେ ସାଗରପାଲି ଦୁର୍ଗାପୂଜା କମିଟି ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….
