November 19, 2026
Home » ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ତହସିଲଦାର।

ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ତହସିଲଦାର।

0
WhatsApp Image 2026-11-19 at 2.08.54 PM

 

ଗୋଲାମୁଣ୍ଡା :ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ତହସିଲଦାର ଚନ୍ଦନ କୁମାର ନାୟକ।
ଆଜି ସେ ବାବେଗୁଡା ଗ୍ରାମ ର ଚନ୍ଦ୍ରଧ୍ବଜ କେତକୀ ଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଛନ୍ତି।

ଏହି ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।ଭିଜିଲାନ୍ସ ପକ୍ଷରୁ ଲାଞ୍ଚ କାରବାର ସମ୍ପର୍କିତ ବିଭିନ୍ନ ଦିଗରେ ଯାଞ୍ଚ କରାଯାଉଛି। ତଦନ୍ତ ପରେ ଏହି ଘଟଣାର ଅଧିକ ତଥ୍ୟ ସାମ୍ନାକୁ ଆସିବ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *