ଦୁଇ ଜଣ ଅମାନିଆ ନାବାଳକ ଗାଡି ଚାଳକଙ୍କ ଠାରୁ ୫୦୦୦୦/- ଟଙ୍କା ଜୋରିମାନା ଆଦାୟ

0 8

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ତରଫରୁ ସହରରେ ବିନା ଡ୍ରାଇଭିଂ ଲାଇସେନ୍ସ ରେ ସ୍କୁଲ ଓ କଲେଜ ପିଲାମାନେ ଗାଡି ଚଲାଉଥିବା ବେଳେ ୨ ଜଣ ନାବାଳକ ଗାଡି ଚାଳକଙ୍କ (ଜଣେ ବିନିକା ଏବଂ ଜଣେ ସୋନପୁର) ଠାରୁ ସେମାନଙ୍କ ଅଭିଭାବକଙ୍କ ଉପସ୍ଥିତି ରେ ପ୍ରତ୍ୟକଙ୍କ ଠାରୁ ୨୫୦୦୦/- ଟଙ୍କା ଲେଖାଏଁ ଜୋରିମାନା ଆଦାୟ କରାଯାଇ ଭବିଷ୍ୟତରେ ଏଭଳି କାର୍ଯ୍ୟ ନକରିବା ପାଇଁ ସମସ୍ତଙ୍କୁ ନିର୍ଦେଶ ଦିଆଯାଇଛି ।
ତତ୍ପରେ ସେମାନଙ୍କୁ ୨୫ ବର୍ଷ ହେବା ପର୍ଯ୍ୟନ୍ତ ଡ୍ରାଇଭିଂ ଲାଇସେନ୍ସ ପ୍ରାପ୍ତ ପାଇଁ ଅନୁମତି ରଦ୍ଧ କରାଯାଇଥିବା ସୂଚନା ମିଳିଛି l

ସୁବର୍ଣ୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.