August 20, 2026
Home » Archives for EPA editor » Page 138

EPA editor

ରବିଧାନ ପଞ୍ଜିକରଣ ନେଇ ମେଗାଲିଫ୍ଟ ଅଞ୍ଚଳ ର ଚାଷୀ ଙ୍କ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ଭବାନୀପାଟଣା :ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପ (ମେଗାଲିଫ୍ଟ) ରୁ ଜଳସେଚନ ପରେ ଚଳିତ ବର୍ଷ କଳାହାଣ୍ଡି ଜିଲ୍ଲାର ଜୟପାଟଣା, କୋକସରା, ଧର୍ମଗଡ ଓ ଜୁନାଗଡ଼ ବ୍ଲକ ର...

କଳାହାଣ୍ଡି ଜିଲ୍ଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR) – ୨୦୨୬ ସମ୍ପର୍କରେ ବୈଠକ

  ଭବାନୀପାଟଣା :  କଳାହାଣ୍ଡି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ପାୱାର ସଚିନ ପ୍ରକାଶ (ଭା.ପ୍ର.ସେ.) କଳାହାଣ୍ଡି ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳମାନଙ୍କ...

ଭିଜିଲାନ୍ସ ଚଢ଼ଉ: ଧର୍ମଗଡ଼ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ପାଖରୁ ମିଳିଲା ବିପୁଳ ସମ୍ପତ୍ତି, ଚଢାଉ ଜାରି।

  ଧର୍ମଗଡ଼: ଧର୍ମଗଡ଼ (ଆରଏଣ୍ଡବି) ନିର୍ବାହୀ ଯନ୍ତ୍ରୀ ତଥା ଭବାନୀପାଟଣା ଦାୟିତ୍ୱରେ ଥିବା ଭୁବନେଶ୍ୱର ଶବରଙ୍କ ନାମରେ ଥିବା ବିପୁଳ ପରିମାଣର ସମ୍ପତ୍ତି ଓ ଜମିକୁ ଓଡ଼ିଶା...

ଜିନ୍ଦଲ ଫାଉଣ୍ଡେସନ୍ ତରଫରୁ ନୃସିଂହଙ୍କ ଜୟନ୍ତୀ ଉତ୍ସବ ଅନୁଷ୍ଠିତ

ଜିନ୍ଦଲ ଫାଉଣ୍ଡେସନ୍ ତରଫରୁ ସବୁ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାରି ନୃସିଂହଙ୍କ ଜୟନ୍ତୀ ଉତ୍ସବ ମହାସମାରୋହରେ ନୃସିଂହ ମନ୍ଦିର ଭିତରେ ଅନୁଷ୍ଠିତ ହୋଇଯାଇଅଛି। ଏହି...

ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ୍ ଇଞ୍ଜିନିୟରଙ୍କ ୬ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସର ଚଢ଼ାଉ

  ଭବାନୀପାଟଣା R&B ଡିଭିଜନର AEE (ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ୍ ଇଞ୍ଜିନିୟର) ତଥା ଧର୍ମଗଡ଼ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଭୁବନେଶ୍ୱର ଶବରଙ୍କ ବିରୋଧରେ ତାଙ୍କ...

ଭବାନୀପାଟଣା : ପେଟ୍ରୋଲ ଡିଜେଲ ବିତରଣ ରେ ଅନିୟମିତତା ଅଭିଯୋଗ ନେଇ ପ୍ରଶାସନିକ ଚଢ଼ାଉ।

  କଳାହାଣ୍ଡି ଜିଲ୍ଲାରେ ପେଟ୍ରୋଲ ଡିଜେଲ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ କ୍ରମେ ଆଜି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ (ଭା.ପ୍ର.ସେ.), ଆରକ୍ଷୀ ଅଧିକ୍ଷକ ନାଗରାଜ...

୧୫ ଦିନିଆ ଏଆଇ ଓ ଆନିମେସନ୍ ଗ୍ରୀଷ୍ମକାଳୀନ କର୍ମଶାଳା ସଫଳତାର ସହ ଅନୁଷ୍ଠିତ

  ପିଏମ୍ ଶ୍ରୀ କେଭି ନଂ-୧ ଭୁବନେଶ୍ୱରରେ ପିଏମ୍ ଶ୍ରୀ ଯୋଜନା ଅଧୀନରେ ୪ ମଇରୁ ୧୮ ମଇ ୨୦୨୬ ପର୍ଯ୍ୟନ୍ତ ୧୫ ଦିନିଆ ଏଆଇ ଓ...

ବିରୋଧୀ ବିଧାୟକଙ୍କୁ ପ୍ରଶାସନିକ ଅବହେଳା ଅଭିଯୋଗ

  ଭୁବନେଶ୍ୱର;: ରିଖ ରାୟଗଡ଼ା ଜିଲ୍ଲାରେ ଜିଲ୍ଲା ପ୍ରଶାସନର ଜନ ପ୍ରତିନିଧି ମାନଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ ଆଣି ସାମ୍ବାଦିକ ସମ୍ମିଳନୀ ରେ ବର୍ଷିଛନ୍ତି ଗୁଣୁପୁର ବିଧାୟକ...

ମହାପ୍ରଭୁଙ୍କୁ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆର୍ଶୀବାଦ ଓ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ। ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବାପରେ ନୀତିନ ନବୀନଙ୍କ ଏହା ପ୍ରଥମ...

ବୃଦ୍ଧ ପିତା ମାତାଙ୍କୁ ଅବହେଳା ମହଙ୍ଗା ପଡ଼ିଲା।

  ବୃଦ୍ଧ ପିତାମାତାଙ୍କୁ ଅବହେଳା କରିବା ବେଶ୍ ମହଙ୍ଗା ପଡ଼ିଛି ଦୁଇ ପୁଅଙ୍କୁ। ବୃଦ୍ଧ ପିତାମାତାଙ୍କୁ ନିର୍ଯାତନା ଓ ଅବହେଳା ଅଭିଯୋଗକୁ ନେଇ ତଦନ୍ତ ପରେ ପ୍ରଶାସନ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।