August 20, 2026
Home » Archives for EPA editor » Page 139

EPA editor

ସାହିତ୍ୟ ଓ ସଂସ୍କୃତି ପାଇଁ ରାମଚନ୍ଦ୍ର ସାହୁ ସ୍ମରଣ ରହିବେ

। ଵିଵିଧାବର୍ଣା ର କବି ତଥା ଶିକ୍ଷାବିତ୍, ପରିବେଶବିତ୍ ଓ ଅଭିନେତା ଭକ୍ତକବି ରାମଚନ୍ଦ୍ର ସାହୁ, ଓଡ଼ିଶା ର ଶିକ୍ଷା, ସାହିତ୍ୟ ଓ ସଂସ୍କୃତି ସୁରକ୍ଷା ପାଇଁ...

କଂଗ୍ରେସପକ୍ଷରୁ ମହିଳାଙ୍କ ଏକ ବିରାଟ ମଶାଲ ଶୋଭାଯାତ୍ରା

। ପୁରୀ: ରାଜ୍ୟରେ ବିପର୍ଯ୍ୟସ୍ଥ ଆଇନ ଶୃଙ୍ଖଳା, ମହିଳାଙ୍କୁ ନିର୍ଯ୍ୟାତନା, ପେଟ୍ରୋଲ ର ଦରବୃଦ୍ଧି, ଜାଳେଣି ଗ୍ୟାସ ର ଅଭାବ ମୂଳକ ସମସ୍ୟାକୁ ନେଇ ପୁରୀ ଜିଲ୍ଲା...

କଣ୍ଟାମାଳ ବ୍ଲକରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଭା ଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ୍ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି...

ଓଡ଼ିଶାର ଚାଷୀ ବିରୋଧୀ ବିଜେପି ଡବଲ ଇଞ୍ଜିନ ସରକାର: ନବନିର୍ମାଣ କୃଷକ ସଂଗଠନ

  ସୁବର୍ଣ୍ଣପୁର: ଓଡ଼ିଶାର ବର୍ତ୍ତମାନର ସରକାର ଚାଷୀମାନଙ୍କ ପାଇଁ ବଡ଼ ବଡ଼ ପ୍ରତିଶ୍ରୁତି ଦେଉଥିବା ବେଳେ ବାସ୍ତବରେ ଏହା ଏକ ସମ୍ପୂର୍ଣ୍ଣ ଚାଷୀ ବିରୋଧୀ ସରକାର ଭାବେ...

ସୋନପୁର ଥାନାରେ ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ପ୍ରଦାନ

  ସୁବର୍ଣ୍ଣପୁର----- ଓଡ଼ିଶା ସରକାର ଓ ପୋଲିସ ମହାନିର୍ଦ୍ଦେଶକ ଙ୍କ ନିର୍ଦ୍ଦେଶ କ୍ରମେ ଓ ସୁବର୍ଣ୍ଣପୁର ଏସପିଙ୍କ ପରାମର୍ଶ କ୍ରମେ ରବିବାର ଦିନ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍...

ପଲସାଗୋରା ରେ ଆର୍ଟ ଅଫ ଗିଭିଂ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର ---ଆର୍ଟ ଅଫ ଗିଭିଂ କାର୍ଯ୍ୟକ୍ରମ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲସାଗୋରାରେ ପାଳିତ ହୋଇଯାଇଛି । ଏହି ଅବସରରେ କଳିଙ୍ଗ ଟିଭି ପ୍ରତିନିଧି ଭାର୍ଜନ କୁମାର...

           “ନାଆଁ ନେଇଗଲା ଗାଁ ପିଲାଟି”

ନୟାଗଡ ଜିଲ୍ଲା ଟପର ଗୌଡ଼ପୁଟ ଗାଁର ପୁଅ ଆର୍ଯ୍ୟ ଅନୁରାଗ । ନୟାଗଡ: ନୟାଗଡ ଚଳିତ ବର୍ଷ ୨୦୨୫- ୨୬ ଶିକ୍ଷା ବର୍ଷରେ ସିବିଏସଏଇ ବୋର୍ଡ ଦ୍ୱାରା...

ଜିଲ୍ଲା ପ୍ରଶାସନ ଏ ୱାନ ୫୨ କୃତି ବିଦ୍ୟାର୍ଥୀଙ୍କ ପାଇଁ ସମ୍ବର୍ଦ୍ଧନା ସଭା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ

ନୟାଗଡ ଜିଲ୍ଲା ପ୍ରଶାସନ ତଥା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା ପରିଷଦର ସୃଜନ ସଭାକକ୍ଷରେ ଚଳିତ ବର୍ଷ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଏ ୱ।ନ୍ ପାଇଥିବା ସର୍ବମୋଟ...

ରବିଧାନ ବିକ୍ରିରୁ ବଞ୍ଚିତ ମେଗାଲିଫ୍‌ଟ ଅଞ୍ଚଳର ଚାଷୀଙ୍କ ଆନ୍ଦୋଳନ ଜାରୀ।

  ଆଜି ଧର୍ମଗଡ଼ ଆଞ୍ଚଳିକ କୃଷକ ମହାସଂଘ ଚାଷୀ ଆନ୍ଦୋଳନରେ ସାମିଲ..... କୋକସରା: ଇନ୍ଦ୍ରାବତୀ ମେଗାଲିଫ୍ଟ ଅଞ୍ଚଳ ର ଚାଷି ଙ୍କ ରବିଧାନ ପଞ୍ଜିକରଣ ଦାବିରେ କୋକସରା...

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ନୟାଗଡ଼: ନୟାଗଡ ବିଦ୍ଯାର୍ଥୀ ଶିଶୁ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୈତିକତା, ଆଧ୍ୟାତ୍ମିକତା, ଅନୁଶାସନ ଓ ଦେଶପ୍ରେମ ଭଳି ସଦ୍‌ଗୁଣର ବିକାଶ ଉଦ୍ଦେଶ୍ୟରେ ନୟାଗଡ଼ ହାଉସିଂବୋର୍ଡ କଲୋନୀ ନିକଟସ୍ଥ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।