August 21, 2026
Home » Archives for EPA editor » Page 141

EPA editor

ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଯୋଗାଣର ଘୋର ଅଭାବ ଯୋଗୁଁ ଜନସାଧାରଣ ନାହିଁ ନଥିବା ଅସୁବିଧା ଭୋଗ ଭୋଗ କରୁଛନ୍ତି -କଂଗ୍ରେସ

  କେନ୍ଦ୍ରସରକାରଙ୍କର ବିଫଳତା ଯୋଗୁଁ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଯୋଗାଣର ଘୋର ଅଭାବ ଦେଖାଦେଇଛି-କଂଗ୍ରେସ ଭୁବନେଶ୍ୱର; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶବାସୀଙ୍କୁ ସଂଯମତା ଅବଲମ୍ବନ ଉପଦେଶ...

ସ୍ୱଛାସେବୀ ଅନୁଷ୍ଠାନ ମାନଙ୍କର ସମନ୍ବୟ ସଭା ଅନୁଷ୍ଠିତ

ପୁରୀ : ରଥଯାତ୍ରା ସମୟରେ ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ର ପୁରୀ କୁ ଆଗମନ ଘଟିଥାଏ।ଏହି ଶ୍ରଦ୍ଧାଳୁ ମାନଙ୍କୁ ସ୍ବେଚ୍ଛାସେବୀ ସଂଗଠନ ମାନେ...

ଏଏନଏମ ଛାତ୍ରୀ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ

ପୁରୀ: ଓଡ଼ିଶାର ସମଗ୍ର ଏଏନଏମ ତାଲିମ କେନ୍ଦ୍ର ମାନଙ୍କରେ ONMEB ଦ୍ୱାରା ପରିଚାଳିତ ବାର୍ଷିକ ପରୀକ୍ଷାର ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ, ପୁରୀର ANM ତାଲିମ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପରିବାର ସହ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପରିବାର ସହ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ସାରା ବିଶ୍ବର ମଙ୍ଗଳ...

ରଥଖଳା:ରଥ ନିର୍ମାଣ କାର୍ଯ୍ୟ ୨୫ ତମ ଦିବସ

ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନିରଥ ର ମହାରଣା ସେବକ - ୭୭*ତିନିରଥ ର ଭୋଇ ସେବକ - ୭୬*ତିନିରଥ କରତୀ ସେବକ - ୪*ତିନିରଥ ଓଝା କମାର...

ପ୍ରଶାସନ ପକ୍ଷରୁ ପେଟ୍ରୋଲ ପମ୍ପ ଯାଞ୍ଚ

ପୁରୀ :  ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡ. ଶରତ ଚନ୍ଦ୍ର ମହାପାତ୍ର ପୁରୀ ସହରର ବିଭିନ୍ନ ପେଟ୍ରୋଲ ପମ୍ପ...

ରେଆର ତରଫରୁ ମାନସିକ ସ୍ୱାସ୍ଥ୍ୟ କର୍ମଶାଳା ଅନୁଷ୍ଠିତ l

‎ସୁବର୍ଣ୍ଣପୁର ଜିଲ୍ଲା ତରଭା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସଭାଗୃହ ଠାରେ ରେଆର ସୋନପୁର ତରଫରୁ ବେସିକ ନିଡ୍ ଇଣ୍ଡିଆ ସହାୟତାରେ ମାନସିକ ସ୍ବାସ୍ଥ୍ୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ...

ଜିଲ୍ଲା ଯୋଗାଣ ବିଭାଗ ଓ ପ୍ରଶାସନ ର ମିଳିତ ଚଢ଼ାଉ, 850 ଲିଟର କିରୋସିନି ଜବତ l

 ସୁବର୍ଣ୍ଣପୁର --- ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ର ସଙ୍କଟ ଦେଖାଦେଇଛି l ଏଭଳି ସମୟରେ ଡିଜେଲ ଅପମିଶ୍ରଣ କରି ବିକ୍ରି ପାଇଁ ପ୍ରସ୍ତୁତି...

ରାସ୍ତା କାମ ନିମ୍ନମାନର : ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି

  ସୁବର୍ଣ୍ଣପୁର --- ସୁବର୍ଣ୍ଣପୁର ଜିଲ୍ଲା ବିନିକା ଏନଏସି ଦେଇ ଯାଇଥିବା ଜାତୀୟ ରାଜପଥ ୧୨୬(କ) ରୁ ଏନଏସି ର ୮ନମ୍ବର ୱାର୍ଡ ରୁ ସରସ୍ବତୀ ଶିଶୁ...

ବୈଦ୍ୟନାଥ ତେଲନଦୀ ବ୍ରିଜ ତଳେ ଘଡ଼ିଆଳ କୁମ୍ଭୀର : ଲୋକେ ଆତଙ୍କିତ

  ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମପଞ୍ଚାୟତ ର ବୈଦ୍ୟନାଥ ତେଲନଦୀ ବ୍ରିଜ୍ ତଳେ ଏକ ବିରାଟକାୟ ଘଡ଼ିଆଳ କୁମ୍ଭୀର ଆଜି ସକାଳେ ଦେଖିବାକୁ ମିଳିଥିଲା...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।