August 21, 2026
Home » Archives for EPA editor » Page 143

EPA editor

ବିଜେଡି ଛାଡ଼ି ବିଜେପିରେ ସାମିଲ ହେଲେ ଶତାଧିକ ବିଜେଡି କର୍ମୀ

ପୋଲସରା:  ପୋଲସରା ବ୍ଲକ ଅନ୍ତର୍ଗତ ଭାବରଡା ଗ୍ରାମ ପଞ୍ଚାୟତରେ ଆଜି ତହସିଲ ଓ ବ୍ଲକ ପ୍ରଶାସନ ପକ୍ଷରୁ ବାର୍ଦ୍ଧକ୍ୟ ଭତ୍ତା, ରାସନକାର୍ଡ ଓ ଘରବାରି ପଟା ବଣ୍ଟନ...

ବାଲିଛାଇ ଫାଣ୍ଡି ଅଧିକାରୀ ବିଜେପିର କାର୍ଯ୍ଯକ୍ରମରେ ସାମିଲ ନେଇ ଚର୍ଚ୍ଚା !

ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗର ଥାନା ଅଧିନସ୍ଥ ବାଲିଛାଇ ଫାଣ୍ଡି ଅଧିକାରୀ ବିଜେପିର କାର୍ଯ୍ଯକ୍ରମରେ ସାମିଲ ନେଇ ଚର୍ଚ୍ଚା ! polasara ru hrusikesh nayak nka report

ଅବୈଧ ବାଲି ଉତ୍ତୋଳନ ଓ ଚୋରା ଚାଲାଣ ଉପରେ ନୟାଗଡ ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଚଢାଉ ।

ନୟାଗଡ :ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ଓ ଜିଲ୍ଲା ପୁଲିସ ଆରକ୍ଷୀ ଅଧୀକ୍ଷକ ଏସ୍ ସୁଶ୍ରୀଙ୍କ ଫତେଗଡ଼ ଥାନା ଅନ୍ତର୍ଗତ ମାଧପୁର ଓ ପଥରଚକଡ଼ା ବାଲିଖଣି ଅଞ୍ଚଳରେ...

 ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ।

  ଶାନ୍ତି ଶୃଙ୍ଖଳା ପାଇଁ ଦାବିପତ୍ର ଦେଲା ବିଜୁ ଜନତା ଦଳ ନୟାଗଡ଼: ରାଜ୍ୟରେ ବିପର୍ଯ୍ୟସ୍ତ ଆଇଶୃଙ୍ଖଳା କୁ ଏନେଇ ଆଜି ନୟାଗଡ଼ ଜିଲ୍ଲା ବିଜୁ ଜନତା...

ପ୍ରତ୍ୟେକ ଶିଳ୍ପାନୁଷ୍ଠାନ ପାଚେରୀ ବାହାରେ ଗରିବଙ୍କ ଛପର ଘର : ଭକ୍ତ

  ବିସ୍ଥାପିତଙ୍କ ନ୍ୟାୟ ଅଧିକାର ଦାବୀରେ କଂଗ୍ରେସର ବିସ୍ଥାପିତଙ୍କ ରଣ ହୁଙ୍କାର ଗଣଧାରଣା ଭୁବନେଶ୍ୱର;  ବିସ୍ଥାପିତ ଓ ଆଦିବାସୀଙ୍କ ଜଳ ଜମି ଜଙ୍ଗଲ ସୁରକ୍ଷା ପାଇଁ କଂଗ୍ରେସ...

ରାଜ୍ୟପାଳ ଙ୍କୁ ପୁରୀ ଲୋକ ଭବନ ଜମି ପଟ୍ଟା ପ୍ରଦାନ।

ପୁରୀ :  ଆଜି ଭୁବନେଶ୍ୱର ଲୋକଭବନ ପରିସରରେ ରାଜ୍ୟପାଳ ଡ.ହରିବାବୁ କମ୍ଭବପାଟି ଙ୍କୁ ପୁରୀ ଲୋକ ଭବନର ପଟ୍ଟା ପ୍ରଦାନ କରାଯାଇଛି।ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ପରାମର୍ଶ...

ଶ୍ରୀଜିଉ ଙ୍କ ରଥଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି

ଆଜିସୁଦ୍ଧା ତିନି ରଥର ୩୨ ଗୋଟି ଚକ ନିର୍ମାଣ ଶେଷ ହୋଇଛି।ତିନିରଥର ଗୁଡ଼ିକ ଗୋଟିଏ ତୁମ୍ବ ବ୍ୟତୀତ ତିନିରଥର ବାକି ତିନି ରଥର ତୁମ୍ବ ଗୁଡିକରେ ସିଙ୍ଗଡା...

ଲୋକ ରଞ୍ଜନୀ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦ୍‌ଯାପିତ

  ବରଗଡ଼: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ସଂସ୍କାର ଭାରତୀ, ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା...

ସାପ୍ତାହିକ ନବୀନର ୯୭ ତମ ସ୍ଵନକ୍ଷତ୍ର ଉତ୍ସଵ

'ସମ୍ବାଦପତ୍ରର ପରାଧୀନତା ସମାଜ ପାଇଁ କ୍ଷତିକାରକ' ବ୍ରହ୍ମପୁର: ସମ୍ପ୍ରତି ଦେଶରେ ସମ୍ବାଦପତ୍ର ଗୁଡ଼ିକ ଦିନକୁ ଦିନ କର୍ପୋରେଟ୍ ହାଉସ ନିୟନ୍ତ୍ରଣକୁ ଚାଲିଯାଉଥିବାରୁ ସ୍ୱଚ୍ଛ ଓ ସ୍ଵାଧୀନ ମତ...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ବାଇଁଙ୍କ ସମୀକ୍ଷା

ଭୁବନେଶ୍ବର: ବିଶ୍ୱ ଦକ୍ଷତା କେନ୍ଦ୍ର ଓଡ଼ିଶାରେ ଉନ୍ନତମାନର ଦକ୍ଷତା ବିକାଶ ପାଇଁ ଦୃଢ଼ ଭିତ୍ତିପ୍ରସ୍ତର ସ୍ଥାପନ କରିଛି। ଏବେ ଏହାର ଭିତ୍ତିଭୂମିର ସମ୍ପୂର୍ଣ୍ଣ ବିନିଯୋଗ, ଶିଳ୍ପ ସହଭାଗିତାକୁ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।