August 21, 2026
Home » Archives for EPA editor » Page 144

EPA editor

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

  ମହାକାଶ ବିଜ୍ଞାନ କ୍ଷେତ୍ରରେ ସହଯୋଗ ନେଇ ଆଲୋଚନା   ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବେଙ୍ଗାଲୁରୁସ୍ଥିତୟୁ.ଆର୍.ରାଓ ସାଟେଲାଇଟ୍ ସେଣ୍ଟର...

କେନ୍ଦୁଝରରେ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା

  ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ ସହ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭତୀ ପରିଡ଼ା ଭୁବନେଶ୍ବର : ସରକାରଙ୍କ ମହିଳା ଓ ଶିଶୁ ବିକାଶ...

ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ବିଜେଡ଼ି

ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ବିଜେଡ଼ି। ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ପୋଲିସ ବିଭାଗ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ...

ଅନ୍‌ଲାଇନ୍ ଔଷଧ ବିକ୍ରିକୁ ବିରୋଧ: ୨୦ରେ ରାଜ୍ୟବ୍ୟାପୀ ଦୋକାନ ବନ୍ଦ

ଅନ୍‌ଲାଇନ୍ ଔଷଧ ବିକ୍ରିକୁ ବିରୋଧ କରି ଆସନ୍ତା ୨୦ ତାରିଖରେ ଓଡିଶାର ସମସ୍ତ ଔଷଧ ଦୋକାନ ବନ୍ଦ ରହିବ। ଏକ ସାମ୍ବାଦିକ ସମ୍ମିଳନୀରେ ଉତ୍କଳ କେମିଷ୍ଟ ଆଣ୍ଡ...

ଅର୍ଥନୈତିକ ବ୍ୟାପାର ମନ୍ତ୍ରଣାଳୟ ପ୍ରତିନିଧିଙ୍କ ପାରାଦୀପ ବନ୍ଦର ଗସ୍ତ

ପାରାଦୀପ:  କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରଣାଳୟର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଯୁଗ୍ମ ସଚୀବ ଜୁହୀ ମୁଖାର୍ଜୀଙ୍କ ଅଧ୍ୟକ୍ଷତାରେ ପାରାଦୀପ ଗସ୍ତରେ ଆସିଥିଲେ । ପାରାଦୀପ ବନ୍ଦର...

ରାଜ୍ୟସ୍ତରୀୟ କିକ୍ ବକ୍ସିଂରେ ଜଗତସିଂହପୁର ଜିଲ୍ଲା ରନର୍ସ ଅପ୍ 

ପ୍ରତିଯୋଗୀଙ୍କୁ ଅଭିନନ୍ଦନ ଜଣାଇଲେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପାରାଦୀପ: ଗଂଜାମ ଜିଲ୍ଲା ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଓାକୋ କିକ ବକ୍ସିଂ ପ୍ରତିଯୋଗୀତାରେ ଅଂଶଗ୍ରହଣ...

ଗୋପାଳପୁର ସମୁଦ୍ର ବେଳଭୂମିରେ ଏକ ବିଶାଳ ସ୍ୱଚ୍ଛତା ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ

ବ୍ରହ୍ମପୁର, ଇଣ୍ଟରନେସନାଲ ଓଡ଼ିଆ ଫାଉଣ୍ଡେସନ ଓ ଗ୍ରୀନ ପିସ୍ ଭିଲେଜ ଫାଉଣ୍ଡେସନ ର ମିଳିତ ଆୟୋଜନରେ ଗୋପାଳପୁର ସମୁଦ୍ର ବେଳଭୂମିରେ ଏକ ବିଶାଳ ସ୍ୱଚ୍ଛତା ଓ ପରିବେଶ...

ବିଶ୍ୱ ମାତୃ ଦିବସ ପାଳିତ

ମାତୃ ଋଣ ପରିଶୋଧ ସମ୍ଭବ ନୁହେଁ- ମାତୃ ଦିବସରେ ଅତିଥି ମାନଙ୍କର ମନ୍ତବ୍ୟ ଛତ୍ରପୁର: ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଗଞ୍ଜାମ ଶାଖା ତରଫରୁ ଏହାର ସଭାପତି...

ଜଗନ୍ନାଥ ପ୍ରସାଦଠାରେ ଜିଲ୍ଲାସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

  ଛତ୍ରପୁର: ଜଗନ୍ନାଥ ପ୍ରସାଦ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଆଜି ସକାଳ ୭ ଘଟିକା ଠାରୁ ୧୦ଘଟିକା ପର୍ଯ୍ଯନ୍ତ ଜିଲ୍ଲା ସ୍ତରୀୟ ଜନଶଣାଣି ଶିବିର ଅନୁଷ୍ଠିତ...

ଶ୍ରୀଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡ଼ୁ କୋହଲା ଯାତ୍ରା ଅନୁଷ୍ଠିତ !!

  ଛତ୍ରପୁର:ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ଘଡଘଡାପଲ୍ଲୀ ଗ୍ରାମ ରେ ଅବସ୍ଥାପିତ ଶ୍ରୀଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡ଼ୁ ସତ୍ୟମ୍ ନୃତ୍ଯ ସେଵା କଳା କେନ୍ଦ୍ର ପକ୍ଷରୁ ଛତ୍ରପୁର...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।