August 21, 2026
Home » Archives for EPA editor » Page 154

EPA editor

ସ୍ୱପ୍ନେଶ୍ୱର ହାଇସ୍କୁଲର ଶତପ୍ରତିଶତ ସଫଳତା

ଖୋର୍ଦ୍ଧା ବ୍ଲକ ତାପଙ୍ଗ ପଞ୍ଚାୟତ ଅନ୍ତର୍ଗତ ଅଣ୍ଡା ଶ୍ରୀ ଶାଳେଶ୍ୱର ସ୍ୱପ୍ନେଶ୍ୱର ଦେବ ବିଦ୍ୟାପୀଠରେ ଚଳିତ ବର୍ଷର ମାଟ୍ରିକ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଝିଅମାନେ ବାଜିମାତ...

ପିଲା ମାନଙ୍କ ସାମଗ୍ରିକ ବିକାଶ ରେ ଗ୍ରୀଷ୍ମ ଶିବିର ସହାୟକ ହେବ।

ପୁରୀ :ତାଳବଣିଆସ୍ଥିତ ଅଗ୍ରଣୀ ପ୍ରାଥମିକ ବିଦ୍ୟାଳୟ ସାଇ ବିଦ୍ୟା ମନ୍ଦିରରେ ୧୦ ଦିନିଆ ଗ୍ରୀଷ୍ମ ଶିବିରର ଉଦ୍ଘାଟନ ଉତ୍ସବ ଭବ୍ୟ ଭାବେ ବିଦ୍ୟାଳୟର ସଭାଗୃହରେ ଅନୁଷ୍ଠିତ ହୋଇଛି।କାର୍ଯ୍ୟକ୍ରମର...

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରେ ବିଜେପି ବିପୁଳ ବିଜୟ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରେ ବିଜେପି ବିପୁଳ ବିଜୟ ହାସଲ କରିଛି।୨୦୦ ରୁ ଅଧିକ ବିଧାନସଭା ଆସନ ରେ ଜିତି ବିଜେପି ବହୁମତ ହାସଲ କରିଛି। ତେବେ...

ମହାପ୍ରଭୁ ଙ୍କ ରଥଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି।

ତିନିରଥର ତିନୋଟି ଲେଖାଏଁ ନାହାକା ଚକ ନିର୍ମାଣ ଶେଷ ହୋଇଛି।ତିନି ରଥର ନହାକା ଅଖ ନିର୍ମାଣ ଅନୁକୂଳ ପୂଜା ତିନିରଥ ବିଶ୍ୱକର୍ମା ସେବକଙ୍କ ଦ୍ୱାରା ସମ୍ପନ୍ନ ହୋଇଛି।ତିନି...

ଶ୍ରୀଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡ଼ୁ ସତ୍ୟମ୍ ନୃତ୍ଯ ସେଵା କଳା କେନ୍ଦ୍ର ପକ୍ଷରୁ ନୃସିଂହ ଜନ୍ମୋତ୍ସବ ପାଳିତ

  ଛତ୍ରପୁର: ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ଘଡଘଡାପଲ୍ଲୀ ଗ୍ରାମ ରେ ଅବସ୍ଥାପିତ ଶ୍ରୀଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡ଼ୁ ସତ୍ୟମ୍ ନୃତ୍ଯ ସେଵା କଳା କେନ୍ଦ୍ର ପକ୍ଷରୁ...

ଜୟ ମା ରାମାୟଣାମ୍ମା ଙ୍କ ସୁନ୍ଦର ଭଜନ ଉନ୍ମଚିତ

  ଛତ୍ରପୁର: ଗଞ୍ଜାମ ଜିଲ୍ଲା ସଦରମହକୁମା ଛତ୍ରପୁର ଠାରେ  ଠାକୁରାଣୀ ଯାତ୍ରା ଏକ ମାସ ଧରି ଆୟୋଜିତ ହେବାକୁ ଥିବା ବେଳେ ଆରମ୍ଭ ଦିନ ସନ୍ଧ୍ୟାରେ ସ୍ଥାନୀୟ...

ଭିଜିଲାନ୍ସ ଜାଲରେ ଆଟିଗାଁ ପଞ୍ଚାୟତ ଏଡିଇଓ

  ପ୍ରଧାନମନ୍ତ୍ରୀ ଆବାସ ପାଇଁ ୬ ହଜାର ଲାଞ୍ଚ ନେଉଥିଲେ ଏଡିଇଓ l କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ ଏଡିଇଓ ଦେବେନ୍ଦ୍ର ସାହୁ ୬...

ଖରାଦିନେ ଜଳ କଷ୍ଟ ଗରା ମାଠିଆ ଧରି ମହିଳାଙ୍କ ରାସ୍ତା ଅବରୋଧ।

  ଧର୍ମଗଡ଼ :ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା କଳାହାଣ୍ଡି, ଆଉ ଏବେ କଳାହାଣ୍ଡିର ଧର୍ମଗଡ ବ୍ଲକ ପୋଡ଼ପଡା ଗାଁ ରେ ପିଇବା ପାଣିର ସମସ୍ୟାକୁ ନେଇ ରାସ୍ତାକୁ...

ମହାନ ବିପ୍ଳବୀ ଧରଣୀଧର ନାଏକ(ଭୂୟାଁ)ଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

  ତାଙ୍କର ତ୍ୟାଗ, ସାହସ ଓ ସଂଗ୍ରାମ ଆଗାମି ପିଢ଼ି ପାଇଁ ପ୍ରେରଣାଦାୟକ ହୋଇରହିବ ଭୁବନେଶ୍ୱର :ମହାନ ବିପ୍ଳବୀ ଧରଣୀଧର ନାଏକ(ଭୂୟାଁ) ଓଡ଼ିଶା ଇତିହାସର ଜଣେ ଅସାଧାରଣ...

ବ୍ୟାଡମିଣ୍ଟନ ଏକ ପ୍ରାଥମିକତା ବିଶିଷ୍ଟ ଖେଳ; ଉଚ୍ଚମାନର ପ୍ରଶିକ୍ଷଣ ପାଇଁ ମନ୍ତ୍ରୀଙ୍କ ଗୁରୁତ୍ୱ

  ଭୁବନେଶ୍ୱର, : ଓଡ଼ିଶାର କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜି ସହୀଦ ନଗରସ୍ଥିତ 'ଓଡ଼ିଶା ସାଇ (SAI) ଆର.ବି.ଏ. (RBA) ବ୍ୟାଡମିଣ୍ଟନ ଏକାଡେମୀ'...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।