August 22, 2026
Home » Archives for EPA editor » Page 159

EPA editor

ବଡ଼ବିଲ ସଙ୍କୁଳରେ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା : ନୂତନ ଶିକ୍ଷାନୀତି ଉପରେ ୧୪୪ ଶିକ୍ଷକଙ୍କୁ ପ୍ରଶିକ୍ଷଣ

ଯୋଡ଼ା : କେନ୍ଦୁଝର ଜିଲ୍ଲାର ବଡ଼ବିଲ ସଙ୍କୁଳ ଅନ୍ତର୍ଗତ ବିଭିନ୍ନ ଶିଶୁ ବିଦ୍ୟାମନ୍ଦିରର ଆଚାର୍ଯ୍ୟ ଓ ଆଚାର୍ଯ୍ୟାମାନଙ୍କ ପାଇଁ ଏକ ବିଶାଳ ସାମୂହିକ କାର୍ଯ୍ୟଶାଳାର ଆୟୋଜନ ସଫଳତାର...

ପିଏମ୍ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

ପୋଲସରା :ପୋଲସରା ଅଞ୍ଚଳର ସୁନାମଧନ୍ୟ ଶିକ୍ଷା ଅନୁଷ୍ଠାନ ପିଏମ୍ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶଙ୍କର୍ଷଣ ସଡଙ୍ଗୀଙ୍କ ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ...

ଅମୃତ (AMRUT) ୨.୦ କାର୍ଯ୍ୟକାରିତାରେ ଓଡ଼ିଶା ଦେଶର ଶୀର୍ଷ ରାଜ୍ୟ ମାନଙ୍କ ମଧ୍ୟରେ ସ୍ଥାନିତ

  *ସହରାଞ୍ଚଳ ଜଳ ବିପ୍ଳବ ପାଇଁ ସରକାରଙ୍କ ଦୃଢ଼ ନେତୃତ୍ୱକୁ ଶ୍ରେୟ ଦେଲେ ନଗର ଉନ୍ନୟନ ମନ୍ତ୍ରୀ ଡାଃ ମହାପାତ୍ର ଭୁବନେଶ୍ୱର: ଅଟଳ ନବୀକରଣ ଏବଂ ସହର...

ସଂରକ୍ଷିତ ଜଙ୍ଗଲ ରେ ଭାଲୁ ଆକ୍ରମଣରେ ଜଣେ ମୃତ ଅଭିଯୋଗ,ପୋଲିସ ର ତଦନ୍ତ ଜାରି

  କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ବେହେରା ଫରେଷ୍ଟ ଧଅଁରପୁର ପଞ୍ଚାୟତ ଗଡ଼ରା ପାହାଡ଼ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତ୍ରିରେ ଏକ ଦୁଃଖଦ...

ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ ଜେଲଦଣ୍ଡ

  ଭବାନୀପାଟଣା :କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗାଁରେ ୨୦୨୪ ମସିହାରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଳାହାଣ୍ଡି...

ବ୍ରହ୍ମପୁରରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

  ବ୍ରହ୍ମପୁର: ବ୍ରହ୍ମପୁର ସଂସ୍କୃତି ଭବନ ଠାରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ କରାଯାଇଛି l ଏହି କାର୍ଯ୍ୟକ୍ରମରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼ ପ୍ରଦୀପ କୁମାର...

ରାଜ୍ୟ ସ୍ତରୀୟ ୫ମ ଟାଇକାଣ୍ଡୋ ଚାମ୍ପିଅନଶିପ୍ ରେ ସୁବର୍ଣ୍ଣପୁର ପ୍ରତିଯୋଗୀ ଙ୍କ ପଦକ ହାସଲ l

  ସୁବର୍ଣ୍ଣପୁର --- ଇଣ୍ଡିଆ ଟାଇକୋଣ୍ଡୋ ଦ୍ୱାରା ଅନୁବନ୍ଧିତ ଓଡିଶାର ର ଏକମାତ୍ର ସଂଘ ଓଡ଼ିଶା ଟାଇକାଣ୍ଡୋ ତଥା କ୍ରୀଡା ଓ ଯୁବସେବା ବିଭାଗ ଓଡିଶା ସରକାରଙ୍କ...

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପୁରୀ:  ଶିକ୍ଷାନୁଷ୍ଠାନ, ଶିକ୍ଷକ ଶିକ୍ଷୟତ୍ରୀ, ଅଭିଭାବକ ଓ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ସୁସମନ୍ବୟ ହିଁ ଏକ ସୁସ୍ଥ ଓ ଶୃଙ୍ଖଳିତ ସମାଜ ର ମୂଳଦୁଆ ହୋଇଥାଏ।ତେଣୁ ପ୍ରତ୍ୟେକ...

ଏକାମ୍ର କ୍ଷେତ୍ରରେ ମହିଳା ଚନ୍ଦନ ଉତ୍ସଵ

ଭୁବନେଶ୍ୱର : ପୁରୁଣା ଭୁବନେଶ୍ୱର ତଥା ଏକାମ୍ର କ୍ଷେତ୍ରରେ ମହିଳା ଚନ୍ଦନ ଉତ୍ସଵ ଅନୁଷ୍ଠିତ ହୋଇଯାଇଛି.ଶ୍ରୀଲିଙ୍ଗରାଜଙ୍କ ପବିତ୍ର ଚନ୍ଦନଯାତ୍ରା ଅବସରରେ ବୁଦ୍ଧ ପୂର୍ଣ୍ଣିମା ତଥା ଚନ୍ଦନ ପୂର୍ଣ୍ଣିମା...

ରଥଖଳା:ରଥ ନିର୍ମାଣ କାର୍ଯ୍ୟ ଦଶମ ଦିବସ

ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନିରଥ ମହାରଣା ସେବକ - ୬ ୭*ତିନିରଥ କରତୀ ସେବକ - ୪*ତିନିରଥ ଓଝା କମାର ସେବକ - ୧୫*ତିନିରଥ ରୂପକାର ସେବକ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।